• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th August 2024: ଏହି ରାଶିର ବ୍ୟକ୍ତି ଶାରୀରିକ ପୀଡ଼ା ଭୋଗ କରିପାରନ୍ତି...

ଘାତଚନ୍ଦ୍ର- ନାସ୍ତି। ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ପ୍ରାତଃ ୦୭.୫୫ ପର୍ଯ୍ୟନ୍ତ, ପରେ ଦିବା ୦୮.୩୨ ଗତେ ୧। ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ।

Libra

ତୁଳା

Monday 12 Aug 2024

ଚିତ୍ରା- କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର‌୍ୟ୍ୟ ପାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ନିକଟ ସମ୍ପର୍କୀୟଙ୍କ ଠାରୁ ସାହାର‌୍ୟ୍ୟ ପାଇ ଖୁସି ହେବେ।

ସ୍ୱାତୀ- ଚାକିରି କ୍ଷେତ୍ରରେ ପଦୋନ୍ନତି ଆଶା କରିପାରନ୍ତି । ଆପଣଙ୍କର ଜ୍ଞାନ ଏବଂ ଉପସ୍ଥିତ ବୁଦ୍ଧି ଆପଣଙ୍କୁ ସମସ୍ତ ସମସ୍ୟା ଦୂର କରିବାରେ ସାହାଯ୍ୟ କରିବ । କ୍ରିଡା,ମନୋରଞନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ।

ବିଶାଖା- ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ଆପଣଙ୍କ ହସମୁଖ ସ୍ୱଭାବ ଅନ୍ୟ ମାନଙ୍କୁ ଖୁସି ରଖିବ । ନିଜର ଧନ ସମ୍ପତ୍ତିକୁ ସୁରକ୍ଷିତ ରଖିବାପାଇଁ ଚେଷ୍ଟା କରନ୍ତୁ।

ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :