• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th August 2024: ଏହି ରାଶିର ବ୍ୟକ୍ତି ଶାରୀରିକ ପୀଡ଼ା ଭୋଗ କରିପାରନ୍ତି...

ଘାତଚନ୍ଦ୍ର- ନାସ୍ତି। ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ପ୍ରାତଃ ୦୭.୫୫ ପର୍ଯ୍ୟନ୍ତ, ପରେ ଦିବା ୦୮.୩୨ ଗତେ ୧। ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ।

Scorpio

ବିଛା

Monday 12 Aug 2024

ବିଶାଖା- ଦେହ ଭଲ ରହିଲେ ମଧ୍ୟ ମୁଣ୍ଡ ରୋଗରେ କଷ୍ଟ ପାଇବେ । ପରିବାରର ସାଧାରଣ କଥାକୁ ବଡ଼ ଆକାରରେ ଚିନ୍ତାକରି ବ୍ୟସ୍ତ ରହିବେ । ଦୂରଯାତ୍ରା ସଫଳ ହେବ ଓ ଲକ୍ଷ୍ୟ ହାସଲରେ ସମର୍ଥ ହୋଇପାରିବେ।

ଅନୁରାଧା- ନିଜର ଆକସ୍ମିକ ବୁଦ୍ଧି ଓ କାର‌୍ୟ୍ୟ କରିବା ଶୈଳିରେ ପରିବର୍ତନ ଆଣି ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବରେ ସୁଧାର ଆଣିବେ । ବ୍ୟବସାୟ ଅଗ୍ରଗତି କରିବା ପାଇଁ ସାହାଯ୍ୟକାରୀ ଲୋକମାନେ ସହାୟତା କରିବେ ।

ଜ୍ୟେଷ୍ଠା- ଶିକ୍ଷାର୍ଥୀମାନେ ପଥ ଭ୍ରଷ୍ଟ ହୋଇ ପାରନ୍ତି । ବିବାଦୀୟ ଘଟଣାରେ ପ୍ରତିଦ୍ୱନ୍ଦିତା କ୍ରମଶଃ ବୃଦ୍ଧି ପାଇବ। ଇଲୋକ୍ଟ୍ରୋନିକ ସାମଗ୍ରୀ କିଣିପାରନ୍ତି।

ପ୍ରତିକାର- ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :