• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th August 2024: ଏହି ରାଶିର ବ୍ୟକ୍ତି ଶାରୀରିକ ପୀଡ଼ା ଭୋଗ କରିପାରନ୍ତି...

ଘାତଚନ୍ଦ୍ର- ନାସ୍ତି। ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ପ୍ରାତଃ ୦୭.୫୫ ପର୍ଯ୍ୟନ୍ତ, ପରେ ଦିବା ୦୮.୩୨ ଗତେ ୧। ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ।

Sagittarius

ଧନୁ

Monday 12 Aug 2024

ମୂଳା- ବ୍ୟବସାୟୀମାନେ ଧର‌୍ୟ୍ୟର ସହିତ ସେମାନଙ୍କର କାର‌୍ୟ୍ୟ କରିବା ଆବଶ୍ୟକ । ନିଜ କାର‌୍ୟ୍ୟରେ କିଛି ପରିବର୍ତ୍ତନ କରିବାକୁ ଚାହୁଁଛନ୍ତି ତେବେ ଏହି ସମୟ ଲାଭଦାୟକ ହେବ । ନିଜର ଚତୁରତା, ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ।

ପୂ,ଷାଢା- ସମ୍ପର୍କୀୟ ବନ୍ଧୁଙ୍କ ସାହାର‌୍ୟ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ ।

ଉ,ଷାଢା- ଜମିଜମା କାରବାରରେ ଉପକୃତ ହେବେ । ସରକାରୀ ଚାକିରିଆମାନଙ୍କ ପାଇଁ ଭଲ ସୁଯୋଗ ଆସିପାରେ । ନିର୍ମାଣ କାର‌୍ୟ୍ୟରେ ଆଗେଇବେ, ଆଶା ବଢି ବଢିଚାଲିବ।

ପ୍ରତିକାର – ଘିଅ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :