• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th August 2024: ଏହି ରାଶିର ବ୍ୟକ୍ତି ଶାରୀରିକ ପୀଡ଼ା ଭୋଗ କରିପାରନ୍ତି...

ଘାତଚନ୍ଦ୍ର- ନାସ୍ତି। ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ପ୍ରାତଃ ୦୭.୫୫ ପର୍ଯ୍ୟନ୍ତ, ପରେ ଦିବା ୦୮.୩୨ ଗତେ ୧। ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ।

Capricorn

ମକର

Monday 12 Aug 2024

ଉ,ଷାଢା- ବ୍ୟବସାୟ ଅଗ୍ରଗତି କରିବା ପାଇଁ ସାହାଯ୍ୟକାରୀ ଲୋକମାନେ ସହାୟତା ପାଇବେ । ବାରମ୍ବାର ଚେଷ୍ଟା କରିବା କାରଣରୁ ବନ୍ଧୁଙ୍କ ନିକଟରୁ କିଛି ଅର୍ଥ ସାହାଯ୍ୟ ପାଇବେ । ଜୀବନ ସାଥିଙ୍କ ପାଖରେ ଅଧିକ ସମୟ ବିତାଇବେ ।

ଶ୍ରବଣା- କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ମହିଳାମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ।

ଧନିଷ୍ଠା- ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାରାଦି କ୍ରୟ କରିପାରନ୍ତି । ମନୋରଞ୍ଜନ କାର‌୍ୟ୍ୟକ୍ରମରେ ନିଜକୁ ସାମିଲ କରିପାରନ୍ତି । ଜମିଜମା, ଯାନବାହନ, ଲେଖାପଢ଼ା କ୍ଷେତ୍ରରୁ ଉପକୃତ ହେବେ।

ପ୍ରତିକାର- ଶ୍ରୀ ଶନି ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :