• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Dec 2022: ଆଜି ଏହି ରାଶିର ବ୍ୟକ୍ତିଙ୍କର ଦୂର ଯାତ୍ରାର ଯୋଗ ରହିଛି

ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ସୋମବାର ଚନ୍ଦ୍ର – କର୍କଟ ଅହୋରାତ୍ର ତିଥି- ୪ର୍ଥୀ ସନ୍ଧ୍ୟା ୦୬.୪୯ ଗତେ ୫ମୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମିଥୁନ ପୁଷ୍କର ଦୋଷ – ନାସ୍ତି

Taurus

ବୃଷ

Monday 12 Dec 2022

କୃତିକା - ବନ୍ଧୁ ମାନେ ଠିକ ଖବର ଦେବାରେ ହେଳା କରିପାରନ୍ତି । ପାରିବାରିକ ଶାନ୍ତି ଓ ସ୍ଥିରତା ଅବ୍ୟାହିତ ରହିବ ।

ରୋହିଣୀ – ରାଜନିତିରେ କୈାଣସି ପଦକ୍ଷପ ଗ୍ରହଣ କରିପାରନ୍ତି । ଅଫିସିଆଲି କ୍ଷେତ୍ରରେ ସାଧାରଣ କଥାକୁ ବଡ କରି ସହକର୍ମୀ ମାନେ କଳହର ମାତ୍ରାକୁ ବଢାଇ ଦେଇପାରନ୍ତି ।

ମୃଗଶିରା –ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ । ଆବଶ୍ୟକତା ପୂରଣ ସକାଶେ ଧାରକରିବାକୁ ପଡିପାରେ ।

ପ୍ରତିକାର –ପର୍ଶୁରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :