• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Dec 2022: ଆଜି ଏହି ରାଶିର ବ୍ୟକ୍ତିଙ୍କର ଦୂର ଯାତ୍ରାର ଯୋଗ ରହିଛି

ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ସୋମବାର ଚନ୍ଦ୍ର – କର୍କଟ ଅହୋରାତ୍ର ତିଥି- ୪ର୍ଥୀ ସନ୍ଧ୍ୟା ୦୬.୪୯ ଗତେ ୫ମୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମିଥୁନ ପୁଷ୍କର ଦୋଷ – ନାସ୍ତି

Aquarius

କୁମ୍ଭ

Monday 12 Dec 2022

ଧନିଷ୍ଠା – ପାରିବାରିକ ସ୍ତରରେ କୁମନ୍ତ୍ରଣାର ଆଶଙ୍କା ଦେଖାଦେବ । କଠିନ କର୍ମ ସଂମ୍ପନ କରି ପ୍ରଂଶସା ଅର୍ଜନ କରିବେ । ନିଜ ମନକୁ ସାନ୍ତନା ଦେବେ

ଶତଭିଷା – ରାଜନୀତିରେ ମନକାମନା ପୂରଣ ହେବ । ଶିଳ୍ପ କ୍ଷେତ୍ରରେ ଉତ୍ପାଦନ ସୀମିତ ରହିବ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ

ପୂ , ଭାଦ୍ରପଦ – ଶିକ୍ଷାର୍ଥୀ ମାନେ ପଢାରେ ସଫଳତା ପାଇବେ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ ।

ପ୍ରତିକାର –ଦକ୍ଷିଣ କାଳୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :