• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Dec 2022: ଆଜି ଏହି ରାଶିର ବ୍ୟକ୍ତିଙ୍କର ଦୂର ଯାତ୍ରାର ଯୋଗ ରହିଛି

ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ସୋମବାର ଚନ୍ଦ୍ର – କର୍କଟ ଅହୋରାତ୍ର ତିଥି- ୪ର୍ଥୀ ସନ୍ଧ୍ୟା ୦୬.୪୯ ଗତେ ୫ମୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମିଥୁନ ପୁଷ୍କର ଦୋଷ – ନାସ୍ତି

Pisces

ମୀନ

Monday 12 Dec 2022

ପୂ , ଭାଦ୍ରପଦ - ପାରିବାରିକ ମାମଲାକୁ ଅଣଦେଖା କରନ୍ତୁ ନାହିଁ । ଚାକିରିରେ ପ୍ରାଧ୍ୟନ ମିଳିବ ଓ ପ୍ରଶଂସିତ ହେବେ

ଉ , ଭଦ୍ରପଦ - ରାଜନିତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ଛାତ୍ରଛାତ୍ରି ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ

ରେବତୀ – ସଙ୍ଗୀତରେ ସୁନାମ ଅର୍ଜନ କରିବେ । ଜମିଜମା ବିବାଦ ଜଟିଳ ହୋଇପାରେ ।

ପ୍ରତିକାର – ବୃହସ୍ପତିଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :