• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Dec 2022: ଆଜି ଏହି ରାଶିର ବ୍ୟକ୍ତିଙ୍କର ଦୂର ଯାତ୍ରାର ଯୋଗ ରହିଛି

ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ସୋମବାର ଚନ୍ଦ୍ର – କର୍କଟ ଅହୋରାତ୍ର ତିଥି- ୪ର୍ଥୀ ସନ୍ଧ୍ୟା ୦୬.୪୯ ଗତେ ୫ମୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମିଥୁନ ପୁଷ୍କର ଦୋଷ – ନାସ୍ତି

Gemini

ମିଥୁନ

Monday 12 Dec 2022

ମୃଗଶିରା - ପାରିବାରିକ ଶାନ୍ତି ଫେରି ଆସିବ । ବିଭିନ୍ନ ସମସ୍ୟାକୁ କେନ୍ଦ୍ରକରି ମାନସିକ ଦ୍ୱନ୍ଦ ଦେଖାଦେବ । କର୍ମକ୍ଷେତ୍ରରେ ସବୁ କାମ ଗୋଳିଆ ରହିବ ।

ଆଦ୍ରା - ଦୀର୍ଘ ଦିନର ଅବିଳାଷା ସାଙ୍ଗକୁ ଆର୍ଥିକ ଉନ୍ନତିର ମାର୍ଗ ସୁଗମ ହୋଇଯିବ । ସାଙ୍ଗଠନିକ କାର୍ଯ୍ୟରେ ନେତୃତ ନେଇ ପ୍ରଂଶସାର ପାତ୍ର ହେବେ ।

ପୁନର୍ବସୁ - ମହିଳା ମାନେ । ସମ୍ପତି ପାଇଁ ସାମାନ୍ୟ ମତାନ୍ତର ସୃଷ୍ଟି ହୋଇପାରେ ।

ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :