• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Dec 2022: ଆଜି ଏହି ରାଶିର ବ୍ୟକ୍ତିଙ୍କର ଦୂର ଯାତ୍ରାର ଯୋଗ ରହିଛି

ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ସୋମବାର ଚନ୍ଦ୍ର – କର୍କଟ ଅହୋରାତ୍ର ତିଥି- ୪ର୍ଥୀ ସନ୍ଧ୍ୟା ୦୬.୪୯ ଗତେ ୫ମୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମିଥୁନ ପୁଷ୍କର ଦୋଷ – ନାସ୍ତି

Cancer

କର୍କଟ

Monday 12 Dec 2022

ପୁନର୍ବସୁ - ବୈବାହିକ ଜୀବନ ଖୁସିରେ ପୂର୍ଣ୍ଣ ରହିବ । ବ୍ୟବସାୟ ଏବଂ ଉତମ ଆୟ ଲାଭ କରିବେ । ଅଫିସ୍ କାମ ଅତିଶିଘ୍ର ସଂପୂର୍ଣ୍ଣ କରିନେବେ

ପୁଷ୍ୟା – ରାଜନୈତିକ ପୃଷ୍ଟ ପୋଷକତା ଲାଭ କରିବେ । ଛାତ୍ରଛାତ୍ରିଙ୍କୁ ପାଠପଢାରେ ସଫଳତା ମିଳିବ

ଅଶ୍ଳେଷା - ନୂଆ ଯାନବାହନ କିଣିବେ । ମହିଳା ମାନଙ୍କୁ ପୂର୍ଣ୍ଣ ସମର୍ଥନ ମିଳିବ ।

ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :