• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Dec 2022: ଆଜି ଏହି ରାଶିର ବ୍ୟକ୍ତିଙ୍କର ଦୂର ଯାତ୍ରାର ଯୋଗ ରହିଛି

ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ସୋମବାର ଚନ୍ଦ୍ର – କର୍କଟ ଅହୋରାତ୍ର ତିଥି- ୪ର୍ଥୀ ସନ୍ଧ୍ୟା ୦୬.୪୯ ଗତେ ୫ମୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମିଥୁନ ପୁଷ୍କର ଦୋଷ – ନାସ୍ତି

Virgo

କନ୍ୟା

Monday 12 Dec 2022

ଉ , ଫାଲଗୁନୀ – ଶାରିରୀକ କଷ୍ଟ ଭୋଗିବେ । ପତ୍ନୀଙ୍କ ସହଯୋଗ ପାଇବେ । କର୍ମ କ୍ଷେତ୍ରରେ ବିଳମ୍ବ ଯୋଗ ରହିଛି

ହସ୍ତା – ରାଜନିତୀରେ ସଫଳତା ପାଇବେ । ଛାତ୍ରଛାତ୍ରୀ ମାନେ ନିଜର କାମ ତୁଲାଇବେ । ପରିବହନ, କଳା, ବାଣିଜ୍ୟରେ ଲାଭାନ୍ୱିତ ହୋଇ ପାରନ୍ତି

ଚିତ୍ରା – ମହିଳା ମାନେ ଜିନିଷ କିଣିବାରେ ମନ ନିବେଶ କରିବେ । ମାଲିମକନ୍ଦମାରେ ବିଜୟୀ ଲାଭ କରିବେ ।

ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :