• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Dec 2022: ଆଜି ଏହି ରାଶିର ବ୍ୟକ୍ତିଙ୍କର ଦୂର ଯାତ୍ରାର ଯୋଗ ରହିଛି

ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ସୋମବାର ଚନ୍ଦ୍ର – କର୍କଟ ଅହୋରାତ୍ର ତିଥି- ୪ର୍ଥୀ ସନ୍ଧ୍ୟା ୦୬.୪୯ ଗତେ ୫ମୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମିଥୁନ ପୁଷ୍କର ଦୋଷ – ନାସ୍ତି

Libra

ତୁଳା

Monday 12 Dec 2022

ଚିତ୍ରା – ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ । ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ସ୍ୱାସ୍ଥ୍ୟରେ ସକାରତ୍ମକ ପରିବର୍ତନ ଆସିପାରେ

ସ୍ୱାତୀ- ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ସାମାଜିକ ଆଦୃତି ମାଧ୍ୟମରେ ସୁୁଖ ସମ୍ମାନ ପ୍ରଦାନ କରିବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ

ବିଶାଖା – ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ । ଜମି ବିବାଦ ପୁଣିଥରେ ଉପୁଜି ପାରେ ।

ପ୍ରତିକାର – ମହାଲକ୍ଷ୍ମୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :