• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Dec 2022: ଆଜି ଏହି ରାଶିର ବ୍ୟକ୍ତିଙ୍କର ଦୂର ଯାତ୍ରାର ଯୋଗ ରହିଛି

ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ସୋମବାର ଚନ୍ଦ୍ର – କର୍କଟ ଅହୋରାତ୍ର ତିଥି- ୪ର୍ଥୀ ସନ୍ଧ୍ୟା ୦୬.୪୯ ଗତେ ୫ମୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମିଥୁନ ପୁଷ୍କର ଦୋଷ – ନାସ୍ତି

Scorpio

ବିଛା

Monday 12 Dec 2022

ବିଶାଖା – ନୂତନ ଭାବେ ଆରମ୍ଭ କରୁଥିବା କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ । ଘରେ ଆଗନ୍ତୁକ ମାନଙ୍କ ସେବା କରି ଆନନ୍ଦିତ ରହିବେ ।

ଅନୁରାଧା – ନିଜର ଲୋକ ମାନଙ୍କର କାର୍ଯ୍ୟ କଳାପକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ ।

ଜ୍ୟେଷ୍ଠା – ମହିଳା ମାନେ ସଙ୍ଗୀତ କ୍ଷେତ୍ରରେ ମନ ଲଗାଇବେ । ବିବାଦୀୟ ପରିସ୍ଥିତିକୁ ଦୃଢମୁକାବିଲା କରିବେ ।

ପ୍ରତିକାର – ନୃସିଂଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :