• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Dec 2022: ଆଜି ଏହି ରାଶିର ବ୍ୟକ୍ତିଙ୍କର ଦୂର ଯାତ୍ରାର ଯୋଗ ରହିଛି

ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ସୋମବାର ଚନ୍ଦ୍ର – କର୍କଟ ଅହୋରାତ୍ର ତିଥି- ୪ର୍ଥୀ ସନ୍ଧ୍ୟା ୦୬.୪୯ ଗତେ ୫ମୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମିଥୁନ ପୁଷ୍କର ଦୋଷ – ନାସ୍ତି

Sagittarius

ଧନୁ

Monday 12 Dec 2022

ମୂଳା – ଆର୍ଥିକ ଲାଭ ଓ ଉନ୍ନତିର ଯୋଗ ପ୍ରବଳ ରହିଛି । ଅଚାନକ ମୁଣ୍ଡବ୍ୟଥା ଦେଖାଦେବ । ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ରହିବା ସଙ୍ଗକୁ ଅର୍ଥଲାଭ ହୋଇପାରେ ।

ପୂ , ଷାଢା – ଜନ କଲ୍ୟାଣ କାର୍ଯ୍ୟରେ ସମୟ ଦେବେ । ବିଦ୍ୟାର୍ଥୀ ମାନେ କିଛି ସଫଳତା ପାଇପାରନ୍ତି । କର୍ମକ୍ଷେତ୍ରରେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆସ୍ୱସ୍ତି ଅନୁଭବ କରିବେ ।

ଉ , ଷାଢା – ରାଜନିତିରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ । 

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :