• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Dec 2022: ଆଜି ଏହି ରାଶିର ବ୍ୟକ୍ତିଙ୍କର ଦୂର ଯାତ୍ରାର ଯୋଗ ରହିଛି

ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ସୋମବାର ଚନ୍ଦ୍ର – କର୍କଟ ଅହୋରାତ୍ର ତିଥି- ୪ର୍ଥୀ ସନ୍ଧ୍ୟା ୦୬.୪୯ ଗତେ ୫ମୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମିଥୁନ ପୁଷ୍କର ଦୋଷ – ନାସ୍ତି

Capricorn

ମକର

Monday 12 Dec 2022

ଉ , ଷାଢା - କର୍ମଜୀବି ମାନେ ଅତ୍ୟନ୍ତ ସଫଳତା ପାଇବେ । ଶାରିରୀକ ଓ ମାନସିକ ପୀଡା ଦେଖାଦେଇ ପାରେ । କଳକାରଖାନା ବ୍ୟବସାୟରେ ଉନ୍ନତି ଘଟିବ

ଶ୍ରବଣା – ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । ଚାକିରୀଆ ମାନେ ଉପରିସ୍ଥ ମାନଙ୍କର ଶ୍ରଦ୍ଧା ଲାଭ କରିବେ ।

ଧନିଷ୍ଠା – ରାଜନୀତିରେ ଲୋକ ପ୍ରିୟତା ଦେଖାଦେବ । ବଜେଟକୁ ଧ୍ୟାନରେ ରଖି ଖର୍ଚ୍ଚ କରନ୍ତୁ ।

ପ୍ରତିକାର – ମଦାଦେବଙ୍କର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :