• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th December 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ...

ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି-୧୨ ଶୀ ରାତ୍ରି ୧୦ .୨୬ ଗତେ ୧୩ଶୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର ।

Aries

ମେଷ

Thursday 12 Dec 2024

ଅଶ୍ୱନୀ- ପୂର୍ବ କଥାକୁ ନେଇ ମନସ୍ତାପରେ ରହିପାରନ୍ତି ବ୍ୟବସାୟରେ କଠିନ ପରିଶ୍ରମ କରି ଲାଭବାନ୍ ହୋଇ ପାରନ୍ତି । ବିଶେଷତଃ ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ପ୍ରେମ ସଂପର୍କ ମଜବୁତ୍ ରହିବ ।

ଦ୍ୱିଜା- ଛାତ୍ରଛାତ୍ରୀମାନେ ପଢାପଢିରେ ନିରନ୍ତର ମନ ଦେବେ । ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ।

କୃତିକା- ଲାଗି ରହିଥିବା ସବୁ କଷ୍ଟର ନିବାରଣ ହେବ । କାମରେ ଆପଣଙ୍କ ଲାଭ ହେବ । ସାମାଜିକ ଓ ପ୍ରଭାବଶାଳୀ କାର‌୍ୟ୍ୟରେ ମନ ବଳାଇବେ ।

ପ୍ରତିକାର - ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS

ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି-୧୨ ଶୀ ରାତ୍ରି ୧୦ .୨୬ ଗତେ ୧୩ଶୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୦.୨୭ ପର୍ଯ୍ୟନ୍ତ ।