ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି-୧୨ ଶୀ ରାତ୍ରି ୧୦ .୨୬ ଗତେ ୧୩ଶୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର ।
କୃତିକା- ଶରୀର ପ୍ରତି ବିଶେଷ ଧ୍ୟାନ ଦେବା ଉଚିତ୍ । ପରିବାରରେ ଖର୍ଚ୍ଚ ପରିମାଣ ଦିଗୁଣା ହେବା । କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ଉନ୍ନତି କରିବେ ।
ରୋହିଣୀ- ଅଫିସ୍ କାର୍ଯ୍ୟରେ ବେଶି ବ୍ୟସ୍ତ ରହି ଘର ପାଇଁ ରହିଥିବା ଗୁରୁତ୍ୱପୂର୍ଣ୍ଣ କାମକୁ ପାସୋରି ଦେଇପାରନ୍ତି। ରାଜନୀତିରେ ଜନସେବା ପ୍ରତି ମନ ବଳିବ
ମୃଗଶିରା- ନୂତନ ଘର, ଗାଡ଼ି କିମ୍ବା କିଛି ଯାନ୍ତ୍ରିକ ଜିନିଷ କିଣିପାରନ୍ତି। ଜୀବନରେ ନୁଆ କିଛି ଶିଖିବାର ସଙ୍କେତ ପାଇ ପାରନ୍ତି
ପ୍ରତିକାର – କୌଣସି ଧର୍ମାନୁଷ୍ଠାନରେ କିଛି ଚାଉଳ ଦାନ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି-୧୨ ଶୀ ରାତ୍ରି ୧୦ .୨୬ ଗତେ ୧୩ଶୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୦.୨୭ ପର୍ଯ୍ୟନ୍ତ ।