ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି-୧୨ ଶୀ ରାତ୍ରି ୧୦ .୨୬ ଗତେ ୧୩ଶୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର ।
ଧନିଷ୍ଠା- ପାରିବାରିକ ଜୀବନରେ ହସ ଖୁସି ଲାଗି ରହିବ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । ଏଭଳି ବ୍ୟକ୍ତିଙ୍କ ସହ ମିଶିବେ ଯିଏ ଆପଣଙ୍କ ନୂଆ କାମରେ ସାହାଯ୍ୟ କରିବେ ।
ଶତଭିଷା- ବନ୍ଧୁ ମାନଙ୍କ ସହିତ ପୂର୍ବ ମାମଲା ସମାଧାନ କରିବେ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କର ପ୍ରିୟଭାଜନ ହେବେ।
ପୂ,ଭାଦ୍ରପଦ- ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ । ନିତିଦିଆ କାମ ସହଜରେ ପୂରା ହୋଇଯିବ ।
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮
ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି-୧୨ ଶୀ ରାତ୍ରି ୧୦ .୨୬ ଗତେ ୧୩ଶୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୦.୨୭ ପର୍ଯ୍ୟନ୍ତ ।