• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th December 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ...

ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି-୧୨ ଶୀ ରାତ୍ରି ୧୦ .୨୬ ଗତେ ୧୩ଶୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର ।

Pisces

ମୀନ

Thursday 12 Dec 2024

ପୂ,ଭାଦ୍ରପଦ- ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ । ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ଦୈହିକ ଦୁର୍ବଳତା କ୍ରମଶଃ ବୃଦ୍ଧି ପାଇବ ।

ଉ,ଭାଦ୍ରପଦ-ଅଫିସରରେ କୌଣସି କାମକୁ ନେଇ ବ୍ୟସ୍ତତା ବୃଦ୍ଧି ପାଇବ। ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ପିଲାଙ୍କ ପାଠପଢ଼ା ସମସ୍ୟା ନେଇ ଚିନ୍ତିତ ରହିବେ।

ରେବତୀ- ଜମିଜମା ବାଦବିବାଦ କ୍ରମେ ଜଟିଳ ହେବ ଓ ପରେ ସେଥିରେ ସଫଳତା ହାସଲ କରିବେ । ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି।

ପ୍ରତିକାର – ବୃହସ୍ପତିଙ୍କର ବିଜ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS

ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି-୧୨ ଶୀ ରାତ୍ରି ୧୦ .୨୬ ଗତେ ୧୩ଶୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୦.୨୭ ପର୍ଯ୍ୟନ୍ତ ।