• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th December 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ...

ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି-୧୨ ଶୀ ରାତ୍ରି ୧୦ .୨୬ ଗତେ ୧୩ଶୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର ।

Gemini

ମିଥୁନ

Thursday 12 Dec 2024

ମୃଗଶିରା- କର୍ମ କ୍ଷେତ୍ରରେ ଅଗ୍ରଗତି ଘଟିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି।

ଆଦ୍ରା- ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ । ପରିବାରର ସଂପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ନୂଆ ଲକ୍ଷ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ ।

ପୁନର୍ବସୁ- ମହିଳାମାନେ ଆନନ୍ଦରେ ସମୟ ଅତିବାହିତ କରିବେ । ଲୋକେ ଆପଣଙ୍କ ବ୍ୟକ୍ତିତକୁ ପ୍ରେରଣା ଦେବେ । ଚଞ୍ଚଳ ମନ ଯୋଗୁ କୈାଣସି କର୍ମ ଠିକ୍ ଭାବରେ କରିପାରିବେ ନାହିଁ ।

ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି-୧୨ ଶୀ ରାତ୍ରି ୧୦ .୨୬ ଗତେ ୧୩ଶୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୦.୨୭ ପର୍ଯ୍ୟନ୍ତ ।