ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି-୧୨ ଶୀ ରାତ୍ରି ୧୦ .୨୬ ଗତେ ୧୩ଶୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର ।
ମଘା- ଜଣେ ବନ୍ଧୁ ପରିବାରର ସମସ୍ୟା ସମାଧାନ ସକାଶେ ମାର୍ଗଦର୍ଶକ ସାଜିବେ। ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ ।
ପୂ,ଫାଲଗୁନି- ରାଜନୀତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । କାର୍ଯ୍ୟ କ୍ଷେତ୍ରରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । ସଙ୍ଗୀତ କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଭଲ ସୁଯୋଗ ମିଳିବ ।
ଉ,ଫାଲଗୁନି- ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳାମାନେ ଅତିଥି ଚର୍ଚ୍ଚାରେ ସମୟ ବିତାଇବେ । ସାମାଜିକ ସ୍ତରରେ ମନ ବୁଝାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧
ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି-୧୨ ଶୀ ରାତ୍ରି ୧୦ .୨୬ ଗତେ ୧୩ଶୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୦.୨୭ ପର୍ଯ୍ୟନ୍ତ ।