ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି-୧୨ ଶୀ ରାତ୍ରି ୧୦ .୨୬ ଗତେ ୧୩ଶୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର ।
ଉ,ଫଳଗୁନି- କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ବହନ କରି ବ୍ୟସ୍ତ ହୋଇପାରନ୍ତି। ମନରେ ଅସ୍ଥିରତା ଲାଗି ରହିଲେ ମଧ୍ୟ କିଛି ଆଶା ନେଇ କାମ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ।
ହସ୍ତା- ସଫଳତାର ଅଭାବ ଓ ସଂଘର୍ଷମୟ ସ୍ଥିତି ହେତୁ ଅଧିକାଂଶ ସମୟ ତର୍କ ବିବାଦରେ ଅତିବାହିତ ହେବ। କୌଣସି କ୍ଷେତ୍ରରେ ଅତ୍ୟଧିକ ପ୍ରତିକ୍ରିୟା ପ୍ରକାଶ କରିବା ଠିକ୍ ହେବ ନାହିଁ।
ଚିତ୍ରା- ଯାନବାହନ, ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବା ପାଇଁ ମନ ବଳାଇପାରନ୍ତି। କିଛି ନୂତନ ତଥ୍ୟ ଓ ଅନୁସନ୍ଧାନ କ୍ଷେତ୍ରରେ ପ୍ରେରଣା ଦେଇ ପ୍ରଶଂସିତ ହେବେ। ।
ପ୍ରତିକାର - ତ୍ରୀପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି-୧୨ ଶୀ ରାତ୍ରି ୧୦ .୨୬ ଗତେ ୧୩ଶୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୦.୨୭ ପର୍ଯ୍ୟନ୍ତ ।