• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th December 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ...

ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି-୧୨ ଶୀ ରାତ୍ରି ୧୦ .୨୬ ଗତେ ୧୩ଶୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର ।

Sagittarius

ଧନୁ

Thursday 12 Dec 2024

ମୂଳା- ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ନୂଆ କାମ କରିବାକୁ ଆଗ୍ରହୀ ଥିଲେ ବରିଷ୍ଠଙ୍କ ପରାମର୍ଶ ନିଅନ୍ତୁ ।

ପୂ,ଷାଢା- କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । ସହକର୍ମୀଙ୍କ ସାହାଯ୍ୟ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନୀତ କରିବେ । ପଢାପଢିରେ ସର୍ମ୍ପୂର୍ଣ୍ଣ ଅବହେଳା ଘଟିବ ଓ ପଛେଇଯିବ।

ଉ,ଷାଢା- ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । କର୍ମ କ୍ଷେତ୍ରରେ ସହକର୍ମୀ ଅଧସ୍ଥନ କର୍ମଚାରୀ ଓ ଉପରିସ୍ଥ ଅଧିକାରୀଙ୍କର ସାହାଯ୍ୟ ସହଯୋଗ ପାଇବେ ।

ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS

ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି-୧୨ ଶୀ ରାତ୍ରି ୧୦ .୨୬ ଗତେ ୧୩ଶୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୦.୨୭ ପର୍ଯ୍ୟନ୍ତ ।