ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି-୧୨ ଶୀ ରାତ୍ରି ୧୦ .୨୬ ଗତେ ୧୩ଶୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର ।
ଅଶ୍ୱନୀ- ପୂର୍ବ କଥାକୁ ନେଇ ମନସ୍ତାପରେ ରହିପାରନ୍ତି ବ୍ୟବସାୟରେ କଠିନ ପରିଶ୍ରମ କରି ଲାଭବାନ୍ ହୋଇ ପାରନ୍ତି । ବିଶେଷତଃ ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ପ୍ରେମ ସଂପର୍କ ମଜବୁତ୍ ରହିବ ।
ଦ୍ୱିଜା- ଛାତ୍ରଛାତ୍ରୀମାନେ ପଢାପଢିରେ ନିରନ୍ତର ମନ ଦେବେ । ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ।
କୃତିକା- ଲାଗି ରହିଥିବା ସବୁ କଷ୍ଟର ନିବାରଣ ହେବ । କାମରେ ଆପଣଙ୍କ ଲାଭ ହେବ । ସାମାଜିକ ଓ ପ୍ରଭାବଶାଳୀ କାର୍ୟ୍ୟରେ ମନ ବଳାଇବେ ।
ପ୍ରତିକାର - ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯
ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି-୧୨ ଶୀ ରାତ୍ରି ୧୦ .୨୬ ଗତେ ୧୩ଶୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୦.୨୭ ପର୍ଯ୍ୟନ୍ତ ।