• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତିର ସୂଚନା ମିଳିବ

ସୈାର ମକର ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ରବିବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ୬ଷ୍ଠୀ ଦିବା ୦୯.୪୬ ଗତେ ୭ମୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୯.୪୬ ଗତେ ୨ ପାଦ

Aries

ମେଷ

Sunday 12 Feb 2023

ଅଶ୍ୱନୀ- କୌଣସି ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା ଲାଭ ସୁଯୋଗ ପାଇବେ । ମନେ ମନେ ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ । ବାଣିଜ୍ୟ, ପରିବହନ, ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ ।

କୃତିକା- ସମ୍ପର୍କୀୟଙ୍କ ଅନୁକମ୍ପା ଲାଭକରି କାର‌୍ୟ୍ୟ ପାଇଁ ପ୍ରସ୍ତୁତ ହୋଇପାରନ୍ତି । ଆଲୋଚନା ପରିସରରେ ବନ୍ଧୁଙ୍କ ପ୍ରତି ସ୍ନେହ ପ୍ରଦର୍ଶନକରି ପ୍ରଶଂସିତ ହେବେ । ଅର୍ଥ ସମ୍ପର୍କୀୟ କୌଣସି ଅନୁଚିନ୍ତା ଦୂର ହୋଇଯିବ ।

ଦ୍ୱିଜା- ରାଜନୀତି, କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟ ପ୍ରଶାସନିକ ସ୍ତରରେ ବ୍ୟତିକ୍ରମ ପରିଲକ୍ଷିତ ହେବ । ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି ।

ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :