• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତିର ସୂଚନା ମିଳିବ

ସୈାର ମକର ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ରବିବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ୬ଷ୍ଠୀ ଦିବା ୦୯.୪୬ ଗତେ ୭ମୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୯.୪୬ ଗତେ ୨ ପାଦ

Gemini

ମିଥୁନ

Sunday 12 Feb 2023

ମୃଗଶିରା- ଶିଳ୍ପ, ବ୍ୟବସାୟ, ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ । ଅତୀତ କଥାକୁ ଚିନ୍ତାକରି ପରିସ୍ଥିତିକୁ ଯେତେ ଜଟିଳ ମନେକରୁଛନ୍ତି ସେମିତି କିଛି ହେବନି । ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଜିନିଷ ପାଇ ମନ ଖୁସି ହୋଇଯିବ।

ଆଦ୍ରା- ରପ୍ତାନି କାରବାର ଏଜେନ୍ସି, ରଚନାମତ୍କ କାର‌୍ୟ୍ୟ ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ । ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ବିଦେଶରେ ଥିବା ସମ୍ପର୍କୀୟଙ୍କ ଠାରୁ ଆର୍ଥିକ ସହାୟତା ପାଇବେ

ପୁନର୍ବସୁ- ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ । ବିଦ୍ୟାର୍ଥୀ ମାନେ ଜୋରଦାର ଉଦ୍ୟମ କରି ସଫଳତା ପାଇବେ

ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :