• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତିର ସୂଚନା ମିଳିବ

ସୈାର ମକର ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ରବିବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ୬ଷ୍ଠୀ ଦିବା ୦୯.୪୬ ଗତେ ୭ମୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୯.୪୬ ଗତେ ୨ ପାଦ

Cancer

କର୍କଟ

Sunday 12 Feb 2023

ପୁନର୍ବସୁ- ପରିବାରରେ ପାରସ୍ପରିକ ବୁଝାମଣା ହେତୁ ଭ୍ରାତୃ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ । କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତି ସମସ୍ୟା ବଢ଼ାଇ ଦେଇପାରନ୍ତି । ଆଜି ଯେତିକି ପାଇବେ ତା’ଠାରୁ ଅଧିକ ବ୍ୟୟ କରିବେ।

ପୁଷ୍ୟା- ସଭାସମିତିରେ ଅପ୍ରିୟ ସତ କହି ସମାଲୋଚିତ ହୋଇପାରନ୍ତି । ଶାସ୍ତ୍ରାଲୋଚନା, ସଙ୍ଗୀତ ଓ ଚଳଚ୍ଚିତ୍ର, ନିର୍ମାଣ, କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ । ଛାତ୍ରଛାତ୍ରୀ ମାନେ ସେମାନଙ୍କ ଶିକ୍ଷା ଉପରେ ଅଧିକ ଧ୍ୟାନ ଦେବେ

ଅଶ୍ଳେଷା- ମାଲି ମକଦ୍ଦମା, ତର୍କବିତର୍କ, ସଭା ସମିତି, ସଙ୍ଗଠନ, ନିର୍ମାଣ, ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ । ରାଜନିତିରେ ଥିବା ବ୍ୟକ୍ତି ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :