• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତିର ସୂଚନା ମିଳିବ

ସୈାର ମକର ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ରବିବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ୬ଷ୍ଠୀ ଦିବା ୦୯.୪୬ ଗତେ ୭ମୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୯.୪୬ ଗତେ ୨ ପାଦ

Leo

ସିଂହ

Sunday 12 Feb 2023

ମଘା- ଆପଣ କାନ୍ଧରେ ଆଘାତ ପାଇ ପାରନ୍ତି । ସନ୍ତାନଙ୍କ ପାଇଁ ମନ ଉଦ୍ବେଗ ରହିବା ଫଳରେ ମାନସିକ ଅସ୍ଥିରତା ଭିତରେ ରହିବେ । ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ କାମରେ ଅର୍ଥ ବ୍ୟୟ କରିପାରନ୍ତି ।

ପୂ- ଫାଲ୍‌ଗୁନୀ- ଆନୁଷ୍ଠାନିକକ୍ଷେତ୍ର, ସଭାସମିତିରେ ସାମିଲ ହେଲେ ସମ୍ମାନିତ ହେବେ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ । ଆପଣଙ୍କ କମ୍ପାନୀକୁ ଉପଯୁକ୍ତ ଉପାୟରେ ପରିଚାଳନା କରିବେ ।

ଉ- ଫାଲ୍‌ଗୁନୀ- ପରିବାରର ସମ୍ପର୍କୀୟଙ୍କ କୈାଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ପ୍ରଶାସନିକ ସ୍ତରରେ ଅନ୍ୟକୁ ନିଜ କାମରେ ସହଭାଗିତା କରାଇପାରିବେ । ପରୀକ୍ଷାରେ ସଫଳ ହେବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ

ପ୍ରତିକାର – ସୂର୍ଯ୍ୟକୁ ଜଳଦାନ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :