• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତିର ସୂଚନା ମିଳିବ

ସୈାର ମକର ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ରବିବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ୬ଷ୍ଠୀ ଦିବା ୦୯.୪୬ ଗତେ ୭ମୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୯.୪୬ ଗତେ ୨ ପାଦ

Virgo

କନ୍ୟା

Sunday 12 Feb 2023

ଉ- ଫାଲ୍‌ଗୁନୀ- ଟନସିଲର ବୃଦ୍ଧି ଇତ୍ୟାଦି ସମସ୍ୟା ମଧ୍ୟ ହୋଇପାରେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ପରିବହନ, ପ୍ରଶାସନ ଓ ପ୍ରକାଶନ,ଯୋଗାଯୋଗ କାମ ସାମାନ୍ୟ ବ୍ୟତିକ୍ରମ ମଧ୍ୟରେ ସମ୍ପନ୍ନ ହେବ ।

ହସ୍ତା- ପାରିବାରିକ ଜୀବନରେ ସୁଖ ରହିବ ଏବଂ କିଛି ଶୁଭ କାର‌୍ୟ୍ୟ ସମାପ୍ତ ହେବ । କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍ ମୋଟା ଅଙ୍କ ଅର୍ଥର ଆବଶ୍ୟକତା ପଡ଼ିପାରେ । ସଭା ସମିତିରେ ସମ୍ମାନ ଲାଭ ଓ ପଦମର‌୍ୟ୍ୟାଦା ବୃଦ୍ଧି ପାଇବ ।

ଚିତ୍ରା- କିଛି ଆର୍ଥିକ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଧୀରେ ଧୀରେ ଧନ ସଂଗ୍ରହରେ ବୃଦ୍ଧି ଘଟିବ । ଅଧ୍ୟୟନରେ ଭଲ ଫଳାଫଳ ପାଇବାର ସମ୍ଭାବନା ରହିବ

ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :