• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତିର ସୂଚନା ମିଳିବ

ସୈାର ମକର ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ରବିବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ୬ଷ୍ଠୀ ଦିବା ୦୯.୪୬ ଗତେ ୭ମୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୯.୪୬ ଗତେ ୨ ପାଦ

Libra

ତୁଳା

Sunday 12 Feb 2023

ଚିତ୍ରା- ପାରିବାରିକ ସ୍ତରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। କୃତି ଓ କୃତିତ୍ୱ ହେତୁ ବୁଦ୍ଧିଜୀବୀମାନଙ୍କ ଆଦର ପାଇପାରନ୍ତି । କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିଥିଲେ ମଧ୍ୟ ସ୍ଥଗିତ କାମ ଯଥା ସମୟରେ ହୋଇଯିବ

ସ୍ୱାତୀ- ବେପାରରେ ଯୋଜନା ବଦ୍ଧ ରୂପେ କାମ କରିବେ । ସାମ୍ବାଦିକତା ଓ ରଚନାମତ୍କ କାର‌୍ୟ୍ୟରେ ଅଗ୍ରଗତି ଘଟିବ । ବାପାଙ୍କ ସହିତ ସମ୍ପର୍କ ପ୍ରତି ଧ୍ୟାନ ଦେବା ଆବଶ୍ୟକ

ବିଶାଖା- ବିବାହିତ ଜୀବନରେ କୌଣସି ପ୍ରକାରର ସମସ୍ୟା ହେବାର ସମ୍ଭାବନା କମ୍ ରହିବ । ଗାଡ଼ି କିଣିବା ଆପଣଙ୍କ ପାଇଁ ଅତ୍ୟନ୍ତ ଲାଭଦାୟକ ହେବ । ରାଜନେତାଙ୍କ ସାହାର‌୍ୟ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :