• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତିର ସୂଚନା ମିଳିବ

ସୈାର ମକର ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ରବିବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ୬ଷ୍ଠୀ ଦିବା ୦୯.୪୬ ଗତେ ୭ମୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୯.୪୬ ଗତେ ୨ ପାଦ

Scorpio

ବିଛା

Sunday 12 Feb 2023

ବିଶାଖା- ଆପଣଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ହେବାର ଦେଖାଯିବ । ପରିବାରର ଆବଶ୍ୟକତାକୁ ଉପଲବ୍ଧି କରି ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ବିଦେଶରେ କାମ କରିପାରି ଆପଣଙ୍କ ବୃତ୍ତିକୁ ଆଗକୁ ବଢାଇବେ

ଅନୁରାଧା- କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତିର ସୂଚନା ମିଳିବ । ଦାମ୍ପତ୍ୟ ସମ୍ବନ୍ଧରେ ମିଷ୍ଟତା ଭରି ରହିବ । ଆନୁଷ୍ଠାନିକ କ୍ଷେତ୍ର କିମ୍ବା ସାଂସ୍କୃତିକ କାର‌୍ୟ୍ୟକ୍ରମରୁ ଅର୍ଥ ଓ ସମ୍ମାନ ଲାଭ ଯୋଗ ରହିଛି ।

ଜ୍ୟୋଷ୍ଠା- ଯେକୌଣସି ଘରର ମରାମତି କିମ୍ବା ସାଜସଜ୍ଜା କାର‌୍ୟ୍ୟରେ ବହୁତ ଖର୍ଚ୍ଚ କରି ପାରନ୍ତି । ଉଚ୍ଚଶିକ୍ଷା କରିବାକୁ ଛାତ୍ରଛାତ୍ରୀମାନେ ଭଲ ଫଳାଫଳ ପାଇପାରିବେ । ରାଜନିତିରେ କିଛି ଭଲ କାମ କରି ପାରନ୍ତି

ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :