• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତିର ସୂଚନା ମିଳିବ

ସୈାର ମକର ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ରବିବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ୬ଷ୍ଠୀ ଦିବା ୦୯.୪୬ ଗତେ ୭ମୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୯.୪୬ ଗତେ ୨ ପାଦ

Capricorn

ମକର

Sunday 12 Feb 2023

ଉ, ଷାଢା- ମୂତ୍ରାଶୟ ସଂକ୍ରମଣ ଏବଂ ଅନ୍ୟାନ୍ୟ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ମଧ୍ୟ ଆପଣଙ୍କୁ ହଇରାଣ କରିପାରେ । ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଖୁବ୍ ଭଲ ରହିବ । ବ୍ୟବସାୟରେ ସଫଳତା ହାସଲ କରିପାରିବେ ଏବଂ ଏକ ଦୃଢ଼ ବୃତ୍ତି ଗଢ଼ି ପାରିବେ ।

ଶ୍ରବଣା- ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ । କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ । ଶୁଭକାର‌୍ୟ୍ୟରେ ଆତ୍ମୀୟଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି ।

ଧନିଷ୍ଠା- ସରକାରୀ କ୍ଷେତ୍ରରୁ ଉପକୃତ ହୋଇପାରିବେ । ଶୃଜନା ଶୀଳତା ଓ ଧର୍ମପ୍ରାପ୍ତିରେ ବାଧା ଆସିପାରେ । ଓକିଲଙ୍କ ପାଇଁ ଦିନଟି ଭଲ ।

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :