ଋଣଗ୍ରସ୍ତ ହୋଇ ଜମି ବିକ୍ରୟ କରିବାକୁ ବାଧ୍ୟ ହେବେ । ମହିଳାମାନେ ଚିନ୍ତିତ ରହିବେ । ପ୍ରେମ ମନ ଭାବନାରେ ହଠାତ୍ ଆସୁଥିବା ପରିବର୍ତ୍ତନ ଆପଣଙ୍କୁ ନିରାଶ କରିପାରେ ।
ପୂ,ଭାଦ୍ରପଦ- ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇପାରନ୍ତି ।
ଉ,ଭାଦ୍ରପଦ- ଋଣଗ୍ରସ୍ତ ହୋଇ ଜମି ବିକ୍ରୟ କରିବାକୁ ବାଧ୍ୟ ହେବେ । ମହିଳାମାନେ ଚିନ୍ତିତ ରହିବେ । ପ୍ରେମ ମନ ଭାବନାରେ ହଠାତ୍ ଆସୁଥିବା ପରିବର୍ତ୍ତନ ଆପଣଙ୍କୁ ନିରାଶ କରିପାରେ ।
ରେବତୀ- ଯେଉଁ ଜିନିଷଟିକୁ ପାଇବାକୁ ଅପେକ୍ଷା କରିଛନ୍ତି, ତାହା ସାମାନ୍ୟ ବିଳମ୍ବରେ ପାଇବେ । କଳା, ସଙ୍ଗୀତ ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ। ଗଡ଼ି ଆସୁଥିବା ମକଦ୍ଦମାର ବିଚାର ହୋଇପାରେ ।
ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩