• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ଋଣଗ୍ରସ୍ତ ହୋଇ ଜମି ବିକ୍ରୟ କରିବାକୁ ବାଧ୍ୟ ହେବେ । ମହିଳାମାନେ ଚିନ୍ତିତ ରହିବେ । ପ୍ରେମ ମନ ଭାବନାରେ ହଠାତ୍ ଆସୁଥିବା ପରିବର୍ତ୍ତନ ଆପଣଙ୍କୁ ନିରାଶ କରିପାରେ ।

Gemini

ମିଥୁନ

Wednesday 12 Feb 2025

ମୃଗଶିରା- ମନ ଭିତର କଥାକୁ ସାମ୍ନାରେ ପ୍ରକାଶ କରିବେ । ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇ ପାରନ୍ତି । ବେପାରକୁ ନେଇ ନୂଆ ବିଚାର ଆସିବ । ସତର୍କରେ ପଦକ୍ଷପ ନନେଲେ ଲକ୍ଷ୍ୟ ସାଧନରେ ବିଳମ୍ବ ଘଟିବ ।

ଆଦ୍ରା- କଳା କ୍ଷେତ୍ରରେ ଥିବା ଲୋକଙ୍କୁ ଉନ୍ନତିର ନୂଆ ମାର୍ଗ ମିଳିବ । ଚାକିରି କ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ ନିଜର ଯୋଗ୍ୟତା ଅନୁସାରେ ପଦବୀ ମିଳିପାରେ ।

ପୁନର୍ବସୁ- ଦଳୀୟକର୍ମୀ ମାନେ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ । ମହିଳାମାନେ ସୁଖୀ ରହିବେ । ଆପଣଙ୍କ ସ୍ୱଭାବ ଆଖପାଖର ବାତା ବରଣକୁ ମଜାଦାର କରିବ । ଅନ୍ୟ ମାନଙ୍କ ସମସ୍ୟାରେ ଆପଣ ବିଚଳିତ ହୋଇପାରନ୍ତି ।

ପ୍ରତିକାର – ବୁଧଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :