ଋଣଗ୍ରସ୍ତ ହୋଇ ଜମି ବିକ୍ରୟ କରିବାକୁ ବାଧ୍ୟ ହେବେ । ମହିଳାମାନେ ଚିନ୍ତିତ ରହିବେ । ପ୍ରେମ ମନ ଭାବନାରେ ହଠାତ୍ ଆସୁଥିବା ପରିବର୍ତ୍ତନ ଆପଣଙ୍କୁ ନିରାଶ କରିପାରେ ।
ପୁନର୍ବସୁ- ଭାତୃ ସଂପର୍କରେ ଉନ୍ନତି ଘଟିବ । ବ୍ୟବସାୟୀମାନେ ମୂଳଧନରୁ ବି କ୍ଷତି କରିପାରନ୍ତି । ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ । ବାହାରକୁ ବୁଲି ଯିବାର ଯୋଜନା କରିପାରନ୍ତି।
ପୁଷ୍ୟା- କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ । ଆଜି କୈାଣସି ଆନୁଷ୍ଠାନିକ କାମରେ ନିୟୋଜିତ ରହିବେ । ଶିକ୍ଷାର୍ଥୀମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ ।
ଅଶ୍ଲେଷା- ଠିକ୍ ସମୟରେ ଉଚିତ୍ ପଦକ୍ଷେପ ନେବେ । ଖୋଳାଳିମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ମହିଳାମାନେ ପୁରାତନ ରୋଗର ପୀଡା ଅନୁଭବ କରିବେ ।
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨