• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ଋଣଗ୍ରସ୍ତ ହୋଇ ଜମି ବିକ୍ରୟ କରିବାକୁ ବାଧ୍ୟ ହେବେ । ମହିଳାମାନେ ଚିନ୍ତିତ ରହିବେ । ପ୍ରେମ ମନ ଭାବନାରେ ହଠାତ୍ ଆସୁଥିବା ପରିବର୍ତ୍ତନ ଆପଣଙ୍କୁ ନିରାଶ କରିପାରେ ।

Leo

ସିଂହ

Wednesday 12 Feb 2025

ମଘା- ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । କୈାଣସି ଉନ୍ନତିମୂଳକ କାର୍ଯ୍ୟ ସକାଶେ ମୋଟା ଅଙ୍କର ଅର୍ଥ ଦରକାର ପଡିବ । ଅଫିସରେ କାର୍ଯ୍ୟବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ ।

ପୂ- ଫାଲ୍‌ଗୁନୀ - ପାରିବାରିକ ଜୀବନରେ ସେବା ଶ୍ରୁଶ୍ରୁଷା ମିଳିବ । ରାଜନିତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।

ଉ- ଫାଲ୍‌ଗୁନୀ- ନିର୍ମାଣାଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ମହିଳାମାନେ ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ । ମାଲିମକଦ୍ଦମାରେ ଆପୋଷ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।

ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧

 

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :