ଋଣଗ୍ରସ୍ତ ହୋଇ ଜମି ବିକ୍ରୟ କରିବାକୁ ବାଧ୍ୟ ହେବେ । ମହିଳାମାନେ ଚିନ୍ତିତ ରହିବେ । ପ୍ରେମ ମନ ଭାବନାରେ ହଠାତ୍ ଆସୁଥିବା ପରିବର୍ତ୍ତନ ଆପଣଙ୍କୁ ନିରାଶ କରିପାରେ ।
ଉ,ଫାଲଗୁନି- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପୀଡା ଅପେକ୍ଷାକୃତ କମ ରହିବ । ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବେ।
ହସ୍ତା- ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ରାଜନୀତି ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।
ଚିତ୍ରା- ନୂଆ ଜମି କିଣିବା ଆଗରୁ ଶୁଭ ମୁହୂର୍ତ୍ତ ଦେଖି କିଣନ୍ତୁ । ଭଗବାନ୍କୁ ସ୍ମରଣ ଦ୍ୱାରା ମନସ୍କାମନା ପୂରଣ ହେବ । ଟଙ୍କା, ପଇସାକୁ ନେଇ ଆପଣଙ୍କ ଚିନ୍ତା ଦୂର ହେବ।
ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫