• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ଋଣଗ୍ରସ୍ତ ହୋଇ ଜମି ବିକ୍ରୟ କରିବାକୁ ବାଧ୍ୟ ହେବେ । ମହିଳାମାନେ ଚିନ୍ତିତ ରହିବେ । ପ୍ରେମ ମନ ଭାବନାରେ ହଠାତ୍ ଆସୁଥିବା ପରିବର୍ତ୍ତନ ଆପଣଙ୍କୁ ନିରାଶ କରିପାରେ ।

Libra

ତୁଳା

Wednesday 12 Feb 2025

ଚିତ୍ରା- ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ ।ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ ।

ସ୍ୱାତୀ- ରାଜନୀତିରେ ସାହସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ସାମାଜିକ କାର୍ଯ୍ୟରେ ଆପଣଙ୍କ ରୁଚି ବଢିବ ।

ବିଶାଖା- କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ । ମହିଳାମାନଙ୍କ ମନରେ ନୂଆ ନୂଆ ବିଚାର ଆସିବ।

ପ୍ରତିକାର – ପର୍ଶୁରାମଙ୍କର ଫଟୋକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :