ଋଣଗ୍ରସ୍ତ ହୋଇ ଜମି ବିକ୍ରୟ କରିବାକୁ ବାଧ୍ୟ ହେବେ । ମହିଳାମାନେ ଚିନ୍ତିତ ରହିବେ । ପ୍ରେମ ମନ ଭାବନାରେ ହଠାତ୍ ଆସୁଥିବା ପରିବର୍ତ୍ତନ ଆପଣଙ୍କୁ ନିରାଶ କରିପାରେ ।
ବିଶାଖା- ଆରୋଗ୍ୟ ଲାଭ ସହ ବୈଦ୍ଧିକ ବିକାଶ ଘଟିବ । ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ । ବାନ୍ଧବୀଙ୍କର ସହିତ ଦେଖାହେଇ ପାରେ । ପରିବହନ ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ।
ଅନୁରାଧା- ଆନୁଷ୍ଠାନିକ କାର୍ଯ୍ୟ ସକାଶେ ପୂର୍ବ ପ୍ରସ୍ତୁତି ଜୋରଦାର କରିପାରନ୍ତି । ସମସ୍ୟା ଭାରକ୍ରାନ୍ତ ହୋଇ ମନଟା ଭଲ ଲାଗିବ ନାହିଁ । ରାଜନୀତି କ୍ଷେତ୍ରରେ ବିଜୟ ଲାଭ କରିବେ ।
ଜ୍ୟେଷ୍ଠା- ସାମାଜିକ ସ୍ତରରେ ସମ୍ବର୍ଦ୍ଧିତ ହୋଇପାରନ୍ତି। ପ୍ରଶାସନ, ଆଇନ, କଳା, ସାହିତ୍ୟରେ ଉନ୍ନତି କରିବେ। ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।
ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯