ଋଣଗ୍ରସ୍ତ ହୋଇ ଜମି ବିକ୍ରୟ କରିବାକୁ ବାଧ୍ୟ ହେବେ । ମହିଳାମାନେ ଚିନ୍ତିତ ରହିବେ । ପ୍ରେମ ମନ ଭାବନାରେ ହଠାତ୍ ଆସୁଥିବା ପରିବର୍ତ୍ତନ ଆପଣଙ୍କୁ ନିରାଶ କରିପାରେ ।
ମୂଳା- ଅଧିକ ଚିନ୍ତା କଲେ ମାନସିକ ଶାନ୍ତି ଭଙ୍ଗ ହେବ । ପ୍ରେମ ଜୀବନ ଭଲ ରହିବ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ । ଚାକିରିରେ କ୍ରୋଧର ବଶବର୍ତ୍ତୀ ହୁଅନ୍ତୁ ନାହିଁ ।
ପୂ, ଷାଢା- ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ରାଜନୀତିରେ କିଛି ସମସ୍ୟା ଆପଣ ବିଚଳିତ କରିପାରେ ।
ଉ, ଷାଢା- ପୈତୃକ ସମ୍ପତ୍ତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଉଚ୍ଚମନା ରହିବେ । ମନୋରଞ୍ଜନ କାର୍ଯ୍ୟରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ ।
ପ୍ରତିକାର – ଗୁରୁଙ୍କର ଗାୟତ୍ରୀ ପାଠ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩