ଋଣଗ୍ରସ୍ତ ହୋଇ ଜମି ବିକ୍ରୟ କରିବାକୁ ବାଧ୍ୟ ହେବେ । ମହିଳାମାନେ ଚିନ୍ତିତ ରହିବେ । ପ୍ରେମ ମନ ଭାବନାରେ ହଠାତ୍ ଆସୁଥିବା ପରିବର୍ତ୍ତନ ଆପଣଙ୍କୁ ନିରାଶ କରିପାରେ ।
ଉ,ଷାଢା- ପ୍ରତ୍ୟେକ କାମରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ । ଇଚ୍ଛା ନ ଥିଲେ ମଧ୍ୟ ଦୂର ସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ। ସହକର୍ମୀମାନଙ୍କ ସାହାଯ୍ୟରେ ଆଶା କରୁଥିବା ଦିଗରୁ ଅର୍ଥ ପାଇବେ।
ଶ୍ରବଣା- ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ ।ରାଜନୀତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ । ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ମାନିତ ହୋଇପାରନ୍ତି।
ଧନିଷ୍ଠା- ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ କାର୍ଯ୍ୟ ଅବସ୍ଥା ଅନୁକୂଳ ହେବ । ସାମାଜିକ କ୍ଷେତ୍ରରେ ଆପଣଙ୍କର କାର୍ଯ୍ୟକଳାପ ବୃଦ୍ଧି ପାଇବ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବା ପାଇଁ ମନ ଲଗାଇ କାର୍ଯ୍ୟ କରିବେ ।
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮