Daily Horoscope 12th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ଋଣଗ୍ରସ୍ତ ହୋଇ ଜମି ବିକ୍ରୟ କରିବାକୁ ବାଧ୍ୟ ହେବେ । ମହିଳାମାନେ ଚିନ୍ତିତ ରହିବେ । ପ୍ରେମ ମନ ଭାବନାରେ ହଠାତ୍ ଆସୁଥିବା ପରିବର୍ତ୍ତନ ଆପଣଙ୍କୁ ନିରାଶ କରିପାରେ ।

Aries

ମେଷ

Wednesday 12 Feb 2025

ଅଶ୍ୱନୀ- ବନ୍ଧୁ, ପରିଜନକୁ ନିଜର ମନ କଥା ପ୍ରକାଶ କରିବେ । କୈାଣସି କାମରେ ଯଥେଷ୍ଟ ଲାଭ ହେବ । ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । କଠିନ ପରିଶ୍ରମ କରିବା ଦ୍ୱାରା ଯଶ ମାନ ସମ୍ମାନ ମିଳିବ ।

ଦ୍ୱିଜା-ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ରାଜନୀତିରେ ବିଶେଷ ବ୍ୟକ୍ତିଙ୍କଠାରୁ ପରାମର୍ଶ ନିଅନ୍ତୁ । ଆଚାର ବ୍ୟବହାର କଥାବାର୍ତ୍ତାରେ ଆୟତ୍ତ ନ ରଖିଲେ ଅସୁବିଧାରେ ପଡିପାରନ୍ତି ।

କୃତିକା- ମହିଳାମାନେ ବାହାରକୁ ବୁଲିବ। ପାଇଁ ଯିବେ । ଚାକିରି କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟିବ ଏବଂ କାର୍ଯ୍ୟ କ୍ଷେତ୍ରରେ ପରିବର୍ତ୍ତନ ହେବ ।

ପ୍ରତିକାର - ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :