• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାରିବାରିକ ସମସ୍ୟା ସମାଧାନ ହେବ ...

ସୈାର ଧନୁମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୨ ତାରିଖ ଶୁକ୍ରବାର ଚନ୍ଦ୍ର- ମକର ଅହୋରାତ୍ର। ତିଥି- ପ୍ରତିପଦ ଦିବା ୦୨.୨୩ ଗତେ ୨ୟା। ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ।

Taurus

ବୃଷ

Friday 12 Jan 2024

କୃତିକା- ପରିବାର ସଦସ୍ୟଙ୍କ କାର୍ଯ୍ୟକଳାପ ଅସନ୍ତୋଷ ସୃଷ୍ଟି କରିପାରେ । ଘରେ ବନ୍ଧୁ ମିଳନ ଓ ଆମୋଦ ପ୍ରମୋଦ ସକାଶେ ନୂତନ ଯୋଜନା କରିବେ। ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ ।

ରୋହିଣୀ- ଆଜି ଆପଣ ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ଭୁଲ୍ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। କ୍ୟାରିୟରେ ଆଗକୁ ଯିବା ପାଇଁ ସୁଯୋଗ ମିଳିବ ।

ମୃଗଶିରା- ଜମିକୁ ନେଇ ଲାଗି ରହିଥିବା ବିବାଦ ଦୂର ହେବ । ବନ୍ଧୁମାନଙ୍କ ନିକଟରୁ ଅପେକ୍ଷା କରିଥିବା ଶୁଭଖବର ପାଇ ଉଲ୍ଲସିତ ହେବେ । ଗୃହ ସମସ୍ୟାକୁ ସଜାଡ଼ିବାକୁ ଯାଇ ବହୁତ ହଇରାଣ ହେବାକୁ ପଡ଼ିପାରେ।

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :