• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାରିବାରିକ ସମସ୍ୟା ସମାଧାନ ହେବ ...

ସୈାର ଧନୁମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୨ ତାରିଖ ଶୁକ୍ରବାର ଚନ୍ଦ୍ର- ମକର ଅହୋରାତ୍ର। ତିଥି- ପ୍ରତିପଦ ଦିବା ୦୨.୨୩ ଗତେ ୨ୟା। ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ।

Cancer

କର୍କଟ

Friday 12 Jan 2024

ପୁନର୍ବସୁ- ପାରିବାରିକ ବିବାଦ ଦେଖାଦେଇପାରେ । ଦକ୍ଷତା କାରଣରୁ କର୍ମକ୍ଷେତ୍ରରେ ପଦୋନ୍ନତି ଘଟିବାର ସୂଚନା ପାଇବେ। ଘରଭଡ଼ାକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହୋଇପାରନ୍ତି।

ପୁଷ୍ୟା- କର୍ମ କ୍ଷେତ୍ରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ଚାକିରି ପରିବର୍ତନ କରିବାର ଯୋଗ ରହିଛି ହେଲେ ଭାବିଚିନ୍ତି ନିଷ୍ପତି ନିଅନ୍ତୁ ।

ଅଶ୍ଲେଷା- ପୂର୍ବ କଳ୍ପିତ ଯୋଜନାକୁ ବାସ୍ତବ ରୂପ ଦେବାରେ ସଫଳ ହେବେ। ଆଗାମୀ ଆନୁଷ୍ଠାନିକ କାର‌୍ୟ୍ୟ ସକାଶେ ତପତ୍ରତା ବଢ଼ିବାର ଆଶା ରହିଛି। ଆକସ୍ମିକ କାରଣକୁ ନେଇ ଗସ୍ତ କାର୍ଯ୍ୟକ୍ରମ ବାତିଲ ହୋଇପାରେ।

ପ୍ରତିକାର – ଗୁରୁଜନମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :