• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାରିବାରିକ ସମସ୍ୟା ସମାଧାନ ହେବ ...

ସୈାର ଧନୁମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୨ ତାରିଖ ଶୁକ୍ରବାର ଚନ୍ଦ୍ର- ମକର ଅହୋରାତ୍ର। ତିଥି- ପ୍ରତିପଦ ଦିବା ୦୨.୨୩ ଗତେ ୨ୟା। ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ।

Scorpio

ବିଛା

Friday 12 Jan 2024

ବିଶାଖା- ପାରିବାରିକ ସ୍ଥିତି କେତେକାଂଶରେ ଭଲ ଥିଲେ ମଧ୍ୟ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟଟି ଅଟକି ରହିଥିବାରୁ ଚିନ୍ତା ଲାଗିରହିବ । ଆମଦାନୀ ବାଣିଜ୍ୟରେ ଉନ୍ନତି କରିବେ ଏବଂ ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ହାସଲ କରିବେ। ମନର ବଳ ଖୁବ୍ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହିବେ।

ଅନୁରାଧା- ଉଚ୍ଚଶିକ୍ଷା ପାଇଁ ବିଦେଶ ଗସ୍ତ କରିପାରନ୍ତି । ଅଫିସ୍‌ରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ବ୍ୟବସାୟିକ ଦିଗରୁ ଦିନଟି ସନ୍ତୋଷଜନକ ହେତୁ ମାନ ଭଲ ରହିବ।

ଜ୍ୟେଷ୍ଠା- ପିତୃ ଅର୍ଜିତ ସମ୍ପତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବେ । ପରିବହନ ଦିଗରୁ ଲାଭବାନ ହେବେ । ସତର୍କତା ଅବଲମ୍ବନ ନ କଲେ କେତେକ କ୍ଷେତ୍ରରେ ଅନୁତାପ କରିବାକୁ ପଡିବ ।

ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :