• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାରିବାରିକ ସମସ୍ୟା ସମାଧାନ ହେବ ...

ସୈାର ଧନୁମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୨ ତାରିଖ ଶୁକ୍ରବାର ଚନ୍ଦ୍ର- ମକର ଅହୋରାତ୍ର। ତିଥି- ପ୍ରତିପଦ ଦିବା ୦୨.୨୩ ଗତେ ୨ୟା। ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ।

Sagittarius

ଧନୁ

Friday 12 Jan 2024

ମୂଳା- ଦାନ ଧର୍ମରେ ଦୀକ୍ଷିତ ହେବେ । ରପ୍ତାନି ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ । ସପରିବାର ଧର୍ମ ସ୍ଥାନକୁ ଯିବା ପାଇଁ ଯୋଜନା କରିପାରନ୍ତି ।

ପୂ,ଷାଢା- ପରୋକ୍ଷ ଭାବରେ ଖଳ ଲୋକମାନେ ବିରୁଦ୍ଧାଚରଣ କରିପାରନ୍ତି । କର୍ମକ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ । ଶିକ୍ଷା, ପରୀକ୍ଷା, ବନ୍ଧୁଙ୍କ ସହ ଆଲୋଚନା ବିଶେଷ ସନ୍ତୋଷଜନକ ନ ହୋଇପାରେ।

ଉ,ଷାଢା- ଧାର୍ମିକ କାର୍ଯ୍ୟରେ ଯୋଗଦେଇପାରନ୍ତି । ନିର୍ମାଣ, ପରିବହନ, ସଭାସମିତି, ସାମ୍ବାଦିକତା ପ୍ରଭୃତି କ୍ଷେତ୍ରରେ ସମସ୍ୟା ଦୂର ହେବ। ଆଲୋଚନା କ୍ଷେତ୍ରରେ ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ।

ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :