• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂଆ ଜମି କିଣିବାର ଯୋଗ ରହିଛି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର – ସିଂହ ରାତ୍ରି ୦୮.୫୯ ଗତେ କନ୍ୟା । ତିଥି - ୫ମୀ ଦିବା ୦୪.୩୭ ଗତେ ୬ଷ୍ଠୀ ଘାତ ଚନ୍ଦ୍ର - କର୍କଟ, ମକର ରାତ୍ରି ୦୮.୫୯ ଗତେ ବୃଷ ।ଘାତ ବାର – ତୁଳା, କୁମ୍ଭ । ପୁଷ୍କର ଦୋଷ – ଦିବା ୦୨.୨୩ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ

Taurus

ବୃଷ

Thursday 12 Jan 2023

କୃତିକା- ଶୃଙ୍ଖଳିତ କର୍ମ , ସନ୍ତୁଳିତ ଖାଦ୍ୟ .ସ୍ୱାସ୍ଥ୍ୟ ଜନିତ ସମସ୍ୟାରୁ ମୁକ୍ତି ଦେଇପାରେ । ଆପଣଙ୍କ କମ୍ପାନୀକୁ ଉପଯୁକ୍ତ ଉପାୟରେ ପରିଚାଳନା କରିବେ । ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ପାରିବାରିକ ଜୀବନରେ ପ୍ରଣୟ ଭଙ୍ଗର ସୂଚନା ମିଳିବ

ରୋହିଣୀ- ଦାମ୍ପତ୍ୟ ଜୀବନରେ ସୁନ୍ଦର ମୁହୂର୍ତ୍ତଗୁଡ଼ିକ ଅନୁଭବ କରିବାକୁ ଅଧିକ ସୁଯୋଗ ଆସିବ । ପୈତୃକ ସମ୍ପତିକୁ ନେଇ ପାରିବାରକ ଦ୍ୱନ୍ଦ ମେଣ୍ଟିଯିବ । ଛାତ୍ରଛାତ୍ରୀ ମାନେ ସେମାନଙ୍କ ଶିକ୍ଷା ଉପରେ ଅଧିକ ଧ୍ୟାନ ଦେବେ ।

ମୃଗଶିରା- ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଅନ୍ୟ ମାନଙ୍କ କଥା ଶୁଣନ୍ତୁ , ହେଲେ ନିଜ ବିବେକ ଅନୁସାରେ କାମ କରନ୍ତୁ । ନୂଆ ପ୍ରସ୍ତାବ ଉପରେ ବିଚାର କରିବେ ।

ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :