• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂଆ ଜମି କିଣିବାର ଯୋଗ ରହିଛି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର – ସିଂହ ରାତ୍ରି ୦୮.୫୯ ଗତେ କନ୍ୟା । ତିଥି - ୫ମୀ ଦିବା ୦୪.୩୭ ଗତେ ୬ଷ୍ଠୀ ଘାତ ଚନ୍ଦ୍ର - କର୍କଟ, ମକର ରାତ୍ରି ୦୮.୫୯ ଗତେ ବୃଷ ।ଘାତ ବାର – ତୁଳା, କୁମ୍ଭ । ପୁଷ୍କର ଦୋଷ – ଦିବା ୦୨.୨୩ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ

Aquarius

କୁମ୍ଭ

Thursday 12 Jan 2023

ଧନିଷ୍ଠା- ଖାଦ୍ୟ, ପାନୀୟ ସମୟକୁ ସନ୍ତୁଳିତ ରଖିବା ପାଇଁ ଚେଷ୍ଟା କରିବେ । ବ୍ୟବସାୟ ସହିତ ଜଡ଼ିତ ଲୋକଙ୍କ ପାଇଁ ଭଲ ପରିସ୍ଥିତି ସୃଷ୍ଟି ହୋଇପାରେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ପାରିବାରିକ ପରିବେଶ ନକାରାତ୍ମକତା ଆଡକୁ ଗତି କରିପାରେ ।

ଶତଭିଷା- ଦାମ୍ପତ୍ୟ ଜୀବନରେ ସମ୍ପର୍କକୁ ଆଗକୁ ନେବାରେ ସଫଳ ହେବେ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ । ରାଜନୀତିରେ ବିରୋଧୀର ସମ୍ମୁଖୀନ ହେଲେ ମଧ୍ୟ ବିରୋଧି ପକ୍ଷ କିଛି କ୍ଷତି କରି ପାରିବେ ନାହିଁ ।

ପୂ, ଭାଦ୍ରପଦ- ତିର୍ଥଯାତ୍ରାରେ ଦେବ ଦର୍ଶନ କରିପାରନ୍ତି । ନୂତନ ଯୋଜନା ଆରମ୍ଭ କରିବା ସକାଶେ ମନ ବଳାଇବେ କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ । ମହିଳା ମାନେ ମାନସମ୍ମାନ ପାଇବେ

ପ୍ରତିକାର – ରାହୁଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :