• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂଆ ଜମି କିଣିବାର ଯୋଗ ରହିଛି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର – ସିଂହ ରାତ୍ରି ୦୮.୫୯ ଗତେ କନ୍ୟା । ତିଥି - ୫ମୀ ଦିବା ୦୪.୩୭ ଗତେ ୬ଷ୍ଠୀ ଘାତ ଚନ୍ଦ୍ର - କର୍କଟ, ମକର ରାତ୍ରି ୦୮.୫୯ ଗତେ ବୃଷ ।ଘାତ ବାର – ତୁଳା, କୁମ୍ଭ । ପୁଷ୍କର ଦୋଷ – ଦିବା ୦୨.୨୩ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ

Gemini

ମିଥୁନ

Thursday 12 Jan 2023

ମୃଗଶିରା- ପୁରାତନ ରୋଗର ପ୍ରକୋପ ବୃଦ୍ଧି ପାଇବ । କାର‌୍ୟ୍ୟକୁ ଅତି ଗମ୍ଭୀରତାର ସହିତ ଗ୍ରହଣ କରିବେ ଏବଂ ବହୁତ ପରିଶ୍ରମ କରିବେ । ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ପ୍ରେମିକକୁ ବିବାହ ପାଇଁ ପ୍ରସ୍ତାବ ଦେଇ ପାରନ୍ତି ।

ଆଦ୍ରା- ସମ୍ପତି ବଢାଇବାର ଯୋଜନା ସଫଳ ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁ ବାନ୍ଧବଙ୍କ, ଗୁରୁଜନଙ୍କ ପାଖରେ ଆଦୃତ ହେବେ । ରାଜନୀତିରେ ସଂପୂର୍ଣ୍ଣ ବିଫଳ ହେବେ ।

ପୁନର୍ବସୁ- କୈାଣସି ନୂତନ ଯୋଜନା ଅର୍ଥ ଅଭାବ ଯୋଗୁ ଆରମ୍ଭ ହୋଇ ପାରିବ ନାହିଁ । ଚିନ୍ତାଶୀଳ ବ୍ୟକ୍ତିଙ୍କ ମାଧ୍ୟମରେ କାର‌୍ୟ୍ୟ ସିଦ୍ଧ ହେବ । ଅନିଛା ସତ୍ୱେ ସ୍ଥାନାନ୍ତର ହୋଇ ପାରନ୍ତି । ରାଜନୀତି କ୍ଷେତ୍ରରେ ବହୁତ୍ ଉପରକୁ ଯାଇ ପାରନ୍ତି ।

ପ୍ରତିକାର – ବଗଳାମୁଖିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :