• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂଆ ଜମି କିଣିବାର ଯୋଗ ରହିଛି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର – ସିଂହ ରାତ୍ରି ୦୮.୫୯ ଗତେ କନ୍ୟା । ତିଥି - ୫ମୀ ଦିବା ୦୪.୩୭ ଗତେ ୬ଷ୍ଠୀ ଘାତ ଚନ୍ଦ୍ର - କର୍କଟ, ମକର ରାତ୍ରି ୦୮.୫୯ ଗତେ ବୃଷ ।ଘାତ ବାର – ତୁଳା, କୁମ୍ଭ । ପୁଷ୍କର ଦୋଷ – ଦିବା ୦୨.୨୩ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ

Cancer

କର୍କଟ

Thursday 12 Jan 2023

ପୁନର୍ବସୁ- ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିପାରେ । ବ୍ୟବସାୟରେ ଚରମ ସଫଳତା ହାସଲ କରିବେ । ନିଜ କାର‌୍ୟ୍ୟ କ୍ଷେତ୍ରରେ ଏକ ବଡ଼ ପଦୋନ୍ନତି ପାଇବାର ସମ୍ଭାବନା ପାଇପାରିବେ । ପରିବାରରେ କୌଣସି ପ୍ରକାର ବିବାଦରୁ ଦୂରେଇ ରୁହନ୍ତୁ ।

ପୁଷ୍ୟା- ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ । କୌଣସି କ୍ଷେତ୍ରରେ ଟଙ୍କା ବିନିଯୋଗ କରିବା କ୍ଷତିକାରକ ହୋଇପାରେ । ଛାତ୍ର ଛାତ୍ରୀ ମାନେ ପଢାରେ ମନଯୋଗ ରଖିବା ପାଇଁ ଚେଷ୍ଟା କରିବେ ।

ଅଶ୍ଳେଷା- ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । ମନୋରଞନ କାର‌୍ୟ୍ୟରେ ଅଶାନ୍ତି ଉପୁଜିବ । ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ ।

ପ୍ରତିକାର – ମାଆ ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :