• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂଆ ଜମି କିଣିବାର ଯୋଗ ରହିଛି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର – ସିଂହ ରାତ୍ରି ୦୮.୫୯ ଗତେ କନ୍ୟା । ତିଥି - ୫ମୀ ଦିବା ୦୪.୩୭ ଗତେ ୬ଷ୍ଠୀ ଘାତ ଚନ୍ଦ୍ର - କର୍କଟ, ମକର ରାତ୍ରି ୦୮.୫୯ ଗତେ ବୃଷ ।ଘାତ ବାର – ତୁଳା, କୁମ୍ଭ । ପୁଷ୍କର ଦୋଷ – ଦିବା ୦୨.୨୩ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ

Virgo

କନ୍ୟା

Thursday 12 Jan 2023

ଉ- ଫାଲ୍‌ଗୁନୀ- ଆଖିରେ ଯନ୍ତ୍ରଣା ଅନୁଭବ କରିବେ । ଯେକୌଣସି ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର‌୍ୟ୍ୟ କରିପାରିବେ । ପରିବାରରେ କିପରି ତିକ୍ତତା ନଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ । ଆପଣଙ୍କର ଦାମ୍ପତ୍ୟ ଜୀବନକୁ ସୁନ୍ଦର କରିବେ ।

ହସ୍ତା- ଆପଣ ଧନ ସଂଗ୍ରହ କରିବାରେ ସକ୍ଷମ ହେବେ । ଶିକ୍ଷାରେ ଭଲ ଫଳାଫଳ ପାଇବାକୁ ସକ୍ଷମ ହେବେ । ଦୀର୍ଘ ଦିନର ସମସ୍ୟା ଦୂର ହୋଇଯିବ । ଆପଣ ନିଜ କଥାରେ ଲୋକଙ୍କ ମନ ଜିତି ପାରିବେ ।

ଚିତ୍ରା- ଅର୍ଜିତ ଧନ ଓ ମାନ ହାନି ଘଟିପାରେ । ଦୈବୀ ଆଶ୍ରୀବାଦରୁ ସମସ୍ୟା ଗୁଡିକ ସେତେ ଗୁରୁତ୍ୱର ହେବ ନାହିଁ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ ।

ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :